ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର: ଝାଡଖଣ୍ଡରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟର ୫ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଉଛି-ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ନବରଙ୍ଗପୁର ଓ ନୂଆପଡା ।

ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ଘଡଘଡି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । 
ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରାଜ୍ୟର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ Reviewed by Sushreejyoti Routray on September 13, 2019 Rating: 5

No comments:

Powered by Blogger.